
ରାଜ୍ଯ
ଅଜଣା ଦୁର୍ବୃତ୍ତଙ୍କ ଛୁରା ମାଡରେ ଦୁଇ ଯୁବକ ଗୁରୁତର, ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର
କନ୍ଧମାଳ :୧୪/୦୧: (ରତ୍ନଗିରି ନ୍ୟୁଜ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଉପକଣ୍ଠ ପାଣ୍ଡୁଲି ସାହିରେ ଅଘଟଣ। ଅଜଣା ଦୁର୍ବୃତ୍ତଙ୍କ ଛୁରାମାଡରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଫୁଲବାଣୀ ମୁଖ୍ୟ ଡାକ୍ତରଖାନାରେ