Latest News & Article

Day: February 18, 2025

ରାଜ୍ଯ

ଚାକିିରିରୁ ଇସ୍ତଫା ଦେଲେ ଆଇଏଏସ୍‌ ବିଷ୍ଣୁପଦ ସେଠୀ

ରାଜ୍ୟ ସରକାରଙ୍କ ଚର୍ଚ୍ଚିତ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢ଼ାଉ କରିଛି। ଆଜି ସକାଳୁ ସିବିଆଇ ରେଡ କରିଥିବା ଜଣାପଡ଼ିଛି। ସିବିଆଇର ୮ ଜଣିଆ ଟିମ୍‌ ପଚରାଉଚରା କରୁଥିବା ସୂଚନା ରହିଛି।