
ବିଜେପି ରାଜ୍ଯ ସଭାପତି ନିର୍ବାଚନ ପକ୍ରିୟା ୬ରୁ, ୮ରେ ସଭାପତିଙ୍କ ନାମ ଘୋଷଣା
ଭୁବନେଶ୍ୱର,(ରତ୍ନଗିରି ନ୍ୟୁଜ) : ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ କିଛି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ଥିବା ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ସମୟ ସାରଣୀ ବିଜ୍ଞପ୍ତି