
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା ଓ ମଣ୍ଡିରୁ ଚାଷୀଙ୍କ ଧାନ ନ ଉଠିବା ପ୍ରସଙ୍ଗରେ ଆନ୍ଦୋଳନ ନେଇ ବିଜେଡିର ପ୍ରସ୍ତୁତି ବୈଠକ
ବାଲିଗୁଡା (ରତ୍ନଗିରି ନ୍ୟୁଜ): ରାଜ୍ୟ ସରକାର ଙ୍କ ଚାଷୀ ମାରଣ ନୀତି,ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି,ଜବର ଦଖଲ ଉଛେଦ ଭଳି ବିଭିନ୍ନ ପ୍ରସଙ୍ଗ ନେଇ ବାଲିଗୁଡା ରେ ବିଜେଡି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ



