Latest News & Article

Day: April 26, 2026

ରାଜ୍ୟ ଖବର

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ବାଲିଗୁଡା, (ରତ୍ନଗିରି ନ୍ୟୁଜ)): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର କୋଟଗଡ ବନାଞ୍ଚଳରୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ରେ ୩ ରଥ ନିର୍ମାଣ ପାଇଁ ରଥକାଠ କୁ ଶନିବାର ପୁରୀ ପଠାଗଲା | ୪୦

ରାଜ୍ୟ ଖବର

କାରକୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

ବାଲିଗୁଡା, (ରତ୍ନଗିରି ନ୍ୟୁଜ): ଘରୋଇ ଯାତ୍ରୀବାହୀ ବସ ସହ ଏକ କାର ର ମୁହାଁମୁହିଁ ଧକ୍କା ହୋଇ ରାସ୍ତା କଡ଼କୁ ଖସିଲା ବସ l ଅଳ୍ପକେ ବଡ଼ ଧରଣ ର ଦୁର୍ଘଟଣା ରୁ ବର୍ତିଲେ

ରାଜ୍ୟ ଖବର

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ବାଲିଗୁଡା,(ରତ୍ନଗିରି ନ୍ୟୁଜ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନାର ଲାଇନପଡା ଫାଣ୍ଡି କୁସୁମେଣ୍ଡି ଗ୍ରାମପଞ୍ଚାୟତର ବୁଡ଼େଡି ଠାରେ ଚଳିତ ମାସ ୧୮ ତାରିଖରେ ଘଟିଥିବା ଗୁଳିକାଣ୍ଡରେ ନାବାଳକ ବିଭୁତି କହଁର(୧୬)ଙ୍କ ମୃତ

ରାଜ୍ୟ ଖବର

ଶ୍ଵାନକନ୍ୟା ବରଫି ପାଇଁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ବାରିକସାହି କୁକୁରଙ୍କ ମିଳିତ ଆକ୍ରମଣରେ ଆମ ଆଦରଣୀୟା ଶ୍ଵାନ କନ୍ୟା ବରଫି ଦଶଦିନ ଧରି ନଖାଇ ନପିଇ ମୃତ୍ୟୁ ସହ ସଂଗ୍ରାମ କରି କରି ଶେଷରେ ଚିକିତ୍ସିତ ଅବସ୍ଥାରେ ଆଜି ସକାଳୁ ତା ମାତୃତୁଲ୍ୟା

ଅନ୍ୟାନ୍ୟ

ସ୍ମୃତିଲିପିର ସଂପାଦକ ସମ୍ମାନିତ,

ଧର୍ମଶାଳା (ରତ୍ନଗିରି ନ୍ୟୁଜ ): ଗୋକର୍ଣ୍ଣିକା ସାହିତ୍ୟ ସମାଜର ୫୨ତମ ବାର୍ଷିକ ସମାବର୍ତ୍ତନ ଉତ୍ସବ ରବିବାର ଦିନ ଜାରକା ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଯାଜପୁର ଜିଲ୍ଳାର କୋରେଇ ବ୍ଲକସ୍ଥିତ ହଳଦିଗଡିଆ

ରାଜ୍ୟ ଖବର

କୃତି ଶିକ୍ଷକ ପାବକ ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଓ ପ୍ରତିମୂର୍ତ୍ତି ଉନ୍ମୋଚନ

ବରୀ (ରତ୍ନଗିରି ନ୍ୟୁଜ): ବିଶିଷ୍ଟ ଶିକ୍ଷାବିତ, କୃତି ଶିକ୍ଷକ ପାବକ ମହାପାତ୍ରଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ଉତ୍ସବ ସ୍ରଷ୍ଟା ଓ ସୃଷ୍ଟି ଅନୁଷ୍ଠାନ ପକ୍ଷରୁ ବଡ଼ଚଣା ବ୍ଲକ ଅନ୍ତର୍ଗତ ମୂଷାଟିକିରି ଠାରେ ଅନୁଷ୍ଠାନର ସଭାପତି