ଜଗାଙ୍କୁ ଜାମିନ

ଭୁବନେଶ୍ୱର(ରତ୍ନଗିରି ନ୍ୟୁଜ) ୦୯/୦୭: ବିଏମସି ଅତିରିକ୍ତ କମିଶନର୍ ଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜଙ୍କ କୋର୍ଟରୁ ମିଳିଲା ଜାମିନ।

Share this post :

Facebook
Twitter
LinkedIn
Pinterest

Leave a Reply

Your email address will not be published. Required fields are marked *