
ରାଜ୍ଯ
ତିନି ଦିନ ଧରି ଜନ୍ମ ମାଟିରେ ବିଦଗ୍ଧ କବିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ
ବରୀ(ରତ୍ନଗିରି ନ୍ୟୁଜ) :-ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ଅଭିମନ୍ୟୁ ବାଲିଆଠାରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୫ତମ ରାଜ୍ୟସ୍ତରୀୟ ଜୟନ୍ତୀ ଗୁରୁବାର ଦିନ ଉଦ୍ଯାପିତ ହୋଇଯାଇଛି । କବିଙ୍କ ଜନ୍ମ, ସାଧନା ଓ ସମାଧି ପୀଠ ଅଭିମନ୍ୟୁବାଲିଆସ୍ଥିତ ଜୟନ୍ତୀ ମଣ୍ଡପରେ