ଯାଜପୁର (ରତ୍ନଗିରି ନ୍ୟୁଜ ): ଯାଜପୁରରେ ଜିଲ୍ଲାପାଳ ଓ ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ “ଯୁଗ୍ମ ଅଭିଯୋଗ ଶୁଣାଣି” ଶିବିର ଅନୁଷ୍ଠିତ ହୋଇଥିଲା।
ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅମ୍ବର କୁମାର କର, ଉପଜିଲ୍ଲାପାଳ, ଜିଲ୍ଲାପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।




